ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡେପୁଟି ରେଞ୍ଜର
ଭୁବନେଶ୍ୱର : ଏକ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଡେପୁଟି ରେଞ୍ଜର। ଲାଞ୍ଚ ନେବାବେଳେ ଖୋର୍ଦ୍ଧା ଜିଲ୍ଲା ଫୁଲନଖରା ରେଞ୍ଜର ଡେପୁଟି ରେଞ୍ଜର ମୌସୁମୀ ବେହେରାଙ୍କୁ ଧରିଛି ଭିଜିଲାନ୍ସ। ସେ ଭୁବନେଶ୍ୱର ସିଟି ଫରେଷ୍ଟ ଡିଭିଜନ ଅଧୀନରେ କାର୍ଯ୍ୟରତ ଥିବାବେଳେ…