ଭୂସ୍ଖଳନ ପରେ ନିଖୋଜ ୩ ଜଣଙ୍କ ମୁତଦେହ ଉଦ୍ଧାର: ୪ ଲକ୍ଷ ଲେଖାଏଁ କ୍ଷତିପୂରଣ ଘୋଷଣା
ରାଇକିଆ: କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଡାଙ୍ଗେସି ଗ୍ରାମରେ ଘଟିଥିବା ଭୂସ୍ଖଳନରେ ନିଖୋଜ ଥିବା ଗୋଟିଏ ପରିବାରର ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଅଚ୍ୟୁତ ପ୍ରଧାନ, ତାଙ୍କ ସ୍ତ୍ରୀ ମାନସୀ ପ୍ରଧାନ ଏବଂ ସେମାନଙ୍କ ୭…