କେନ୍ଦୁଝରରେ କୃଷି, ସ୍ୱାସ୍ଥ୍ୟ ଓ ଭିତ୍ତିଭୂମିର କାୟାକଳ୍ପ ପାଇଁ ୩ଟି ବୃହତ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର: ରାଜ୍ୟର କୃଷି, ସ୍ୱାସ୍ଥ୍ୟ, ବ୍ୟାଙ୍କିଙ୍ଗ୍ ଏବଂ ଗ୍ରାମାଞ୍ଚଳର ମୌଳିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ କେନ୍ଦୁଝରରେ ଆଉ ଏକ ଐତିହାସିକ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲ୍ଲାର ରାଇକଳା ଗ୍ରାମପଞ୍ଚାୟତ ତଥା ସମଗ୍ର କେନ୍ଦୁଝର…