ଗଞ୍ଜାମ ବନ୍ୟା ଦୁର୍ଦ୍ଦଶା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାରେ ବନ୍ୟା ମନୁଷ୍ୟକୃତ । ଗଞ୍ଜାମ ବନ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ ଅବହେଳା ଓ ଦାୟିତ୍ୱହୀନତାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ଚିଠି ଲେଖିଛନ୍ତି…