ବାର୍ଦ୍ଧକ୍ୟ ଭତ୍ତା ଆତ୍ମସାତ୍ ଅଭିଯୋଗ: ପୂର୍ବତନ ପିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର: ବାର୍ଦ୍ଧକ୍ୟ ଭତ୍ତା ଆତ୍ମସାତ୍ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ଶନିବାର ଦିନ କୋରାପୁଟ ଜିଲ୍ଲାର ଜଣେ ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO)ଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ୍ ଅନ୍ତର୍ଗତ ଖୁର୍ଜି ଗ୍ରାମ…