97c2ef8b cc19 4c25 89d6 50bdcb4ac25a 750x430

ଭୁବନେଶ୍ବର : ଜାନୁଆରୀ ୨ ତାରିଖରେ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରିବ କଂଗ୍ରେସ  । କଳିଙ୍ଗନଗର ଗୁଳିକାଣ୍ଡକୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଦିବସ  । ସମସ୍ତ ଜିଲ୍ଲା ଓ ସହରରେ କ୍ୟାଣ୍ଡେଲ ଜାଳି ଦୁଇ ମିନିଟ୍  ପ୍ରାର୍ଥନା କରାଯିବ । ସରକାରଙ୍କ ଆଦିବାସୀ ମାରଣ ନୀତି ବିରୋଧରେ ଲଢିବାକୁ ଆହ୍ବାନ ଦିଆଯାଇଛି ।  ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।

Share