ବୌଦ୍ଧ : ସର୍ଚ୍ଚ ଅପରେସନ୍ ବେଳେ ଆଇଇଡି ବିସ୍ଫୋରଣ । ଏଥିରେ ୩ ଜଣ ଯବାନ ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ବାତେପଙ୍ଗା ଜଙ୍ଗଲରେ ଏହି ଘଟଣା ଘଟିଛି । ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍ କରୁଥିଲେ । ଏତିକିବେଳେ ଆଇଇଡି ବିସ୍ଫୋରଣ ହୋଇଥିବା ବୌଦ୍ଧ ଏସପି ରାଜପ୍ରସାଦଙ୍କ ସୂଚନା । Share Post navigation ଜମିଜମା ଠକେଇ ମାମଲା: ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା ଗିରଫ ବଲାଙ୍ଗୀରରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ