ଭୁବନେଶ୍ଵର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏହି ଅଧିବେଶନ ସମୟରେ ଆଗତ ହେବ କାମଚଳା ବଜେଟ୍ । ଅଧିବେଶନ ଫେବୃଆରୀ ୫ ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି । ଷୋଡଶ ବିଧାନସଭାର ଏହା ଶେଷ ଅଧିବେଶନ ।