ମାଲକାନଗିରି : ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ । ପୋଲ ନିର୍ମାଣ ପାଇଁ ନିୟୋଜିତ ଟ୍ରାକ୍ଟର ମିକ୍ସଚର ମେସିନ ଜାଳିଦେଲେ ମାଓବାଦୀ । ଛତିଶଗଡର ନାରାୟଣପୁର ଜିଲ୍ଲାର ଅଭୁଝାମାଡ ଜଙ୍ଗଲରେ ଲଙ୍କାକାଣ୍ଡ ଘଟାଇଛନ୍ତି ମାଓବାଦୀ । ୫୦ରୁ ଅଧିକ ସଶସ୍ତ୍ର ମାଓବାଦୀ ଏଭଳି ପୋଡାଜଳା କରିଥିବା ଜଣାପଡିଛି । Share Post navigation ହେମନ୍ତ ସୋରେନଙ୍କୁ ଝଟକା, ଗିରଫଦାରୀ ବିରୁଦ୍ଧରେ ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ କସମେଟିକ୍ସ କାରଖାନାରେ ନିଆଁ, ଫସି ରହିଛନ୍ତି ୨୦ ଶ୍ରମିକ, ତଳକୁ ଡେଇଁଲେ ୨ ଶ୍ରମିକ