ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର । ୨୦୧୯ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରି ନଥିଲା । Share Post navigation ଜନ୍ମମାଟିରେ ଜମ୍ମୁ କାଶ୍ମୀରର ଓଡ଼ିଆ ପୁଲିସ୍ ଡିଜି ଚିଲିକା ହ୍ରଦରେ ଅଟକିଗଲା ମୋଟର ଚାଳିତ ଯାତ୍ରୀବାହୀ ଡଙ୍ଗା