ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବିଜେଡିର ବିଜୟ । ବିଞ୍ଝାରପୁର ବିଧାନସଭା ଆସନରେ ବିଜୟ ହୋଇଛନ୍ତି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ । ସେହିପରି ବରୀରୁ ବିଜେଡି ପ୍ରାର୍ଥୀ ବିଶ୍ବରଂଜନ ମଲ୍ଲିକ ବିଜୟୀ ହୋଇଛନ୍ତି । ୫୨ ହଜାର ଭୋଟ୍ ରେ ବିଶ୍ବରଂଜନ ବିଜୟୀ ହୋଇଛନ୍ତି । Share Post navigation ବରଗଡ ବିଧାନସଭା ବିଜେପି ପ୍ରାର୍ଥୀ ଅଶ୍ବିନୀ ଷଡ଼ଙ୍ଗୀଙ୍କ ବିଜୟ ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ