କଟକ : SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ । କଟକ SCB ଟ୍ରମା କେୟାର ICUର AC ଆଉଟଡୋରରେ ଲାଗିଛି ନିଆଁ । ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ACର ଆଉଟଡୋର ମେସିନକୁ ସଙ୍ଗେ ସଙ୍ଗେ ପରିବର୍ତ୍ତନ କରାଯାଇଛି । Share Post navigation ଶ୍ରୀବଳଦେବଜିଉଙ୍କ ମନ୍ଦିର ହୁଣ୍ଡିରୁ ମିଳିଲା ୫.୮୭ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ