Whatsapp Image 2024 08 17 At 12.22.56 Pm

ଭୁବନେଶ୍ବର : ପୁଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଯୋଗେଶ ବହାଦୂର ଖୁରାନିଆ।
ମହାପ୍ରଭୁଙ୍କ ଦର୍ଶନ କରିବା ପରେ ପୁରୀ ପୁଲିସ ପକ୍ଷରୁ ତାଙ୍କୁ ଖଣ୍ଡୁଆ ପ୍ରଦାନ କରାଯାଇଥିଲା।

ପ୍ରତିକ୍ରିୟାରେ ୱାଇ.ବି ଖୁରାନିଆ କହିଛନ୍ତି ଯେ ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ଖୁବଶୀଘ୍ର ଶ୍ରୀମନ୍ଦିର ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।

Share