ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲାଥିବା ହୀରାକୁଦର ସମସ୍ତ ୬ଟି ଗେଟ୍ ବନ୍ଦ କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ୍ ରହିଛି । ତେବେ ସ୍ଥିତି ନିୟନ୍ତ୍ରଣ ଥିବାରୁ ଗେଟ୍ ବନ୍ଦ କରିଛନ୍ତି କର୍ତ୍ତୃପକ୍ଷ । Share Post navigation କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ଭୟ: ସାମ୍ପୁଲ ସଂଗ୍ରହ ପୁଣି ଆସୁଛି ଲଘୁଚାପ, ୫ରୁ ବଢିବ ବର୍ଷା