Opsc 1703952966

ଭୁବନେଶ୍ବର : ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍‌ ରେଜଲ୍ଟ। ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍‌ ଟପ୍ପର ହୋଇଛନ୍ତି।
ଦ୍ୱିତୀୟ ସ୍ଥାନରେ ପ୍ରିଙ୍କିଲ ପରବୀନ ପରିଡ଼ା, ତୃତୀୟ ସ୍ଥାନରେ ଦୀପ୍ତିରଞ୍ଜନ ପତି, ଚତୁର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ, ପଞ୍ଚାମ ସ୍ଥାନରେ ଆଜାଦ ସାହୁ, ଷଷ୍ଠ ସ୍ଥାନରେ ଦୀପମ ରାଉତ, ସପ୍ତମ ସ୍ଥାନରେ ଦେବବ୍ରତ ଗୌଡ଼, ଅଷ୍ଟମ ସ୍ଥାନରେ ଆଦିତ୍ୟ ଦୀପଙ୍କର ଷଡ଼ଙ୍ଗୀ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ଓ ଦଶମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି। ସୂଚନା ଅନୁଯାୟୀ, ୨୦୨୨ ଓଏଏସ ପରୀକ୍ଷାରେ ପ୍ରଥମ ୧୦ ଜଣଙ୍କ ମଧ୍ୟରେ ୫ ଜଣ ମହିଳା ଓ ୫ ଜଣ ପୁରୁଷ ପ୍ରାର୍ଥୀ ରହିଛନ୍ତି। ପ୍ରଥମ

Share