ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି। Share Post navigation ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ