ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ । ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି । ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି । ସୂଚନା ଅନୁସାରେ ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ । ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ ଜବତ । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ହେବ । Share Post navigation କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ