ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା । ଗୁରୁତର ଯବାନଙ୍କୁ କିରିବୁରୁ ଓ ଟାଟା ସ୍ଥାନାନ୍ତର କରାଯାଇଛି । Share Post navigation ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ