କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। Share Post navigation ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ ନିଯୁକ୍ତି ପାଇବେ ୧୫ଟି ବିଶ୍ବବିଦ୍ୟାଳୟର ଭିସି, ପୂରଣ ହେବ ହଜାରରୁ ଅଧିକ ଅଧ୍ୟାପକ ପୋଷ୍ଟ