People q

ନବରଙ୍ଗପୁର : ଶ୍ବାସରୁଦ୍ଧ ହୋଇ ୪ ମୃତ ।  ପାଇଖାନା ଟାଙ୍କି ସଫା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣଙ୍କ ଜୀବନ ଯାଇଛି ।  ନବରଙ୍ଗପୁର ଜିଲ୍ଲା ପଡ଼ଲଗୁଡ଼ାରେ ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ୩ ଓ ମେଡିକାଲରେ ଜଣଙ୍କ ମୃତ୍ୟୁ ହୋଇଛି ।  ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।

Share