Gadi

ପୁରୀ : ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ  ।  ଟାଉନ ଥାନା ଅନ୍ତର୍ଗତ ଗୁଡ଼ିଆ ସାହିରେ ଘଟିଛି ହତ୍ୟା  ।   ସ୍ନାନ ପୂର୍ଣ୍ଣିମା ପାଇଁ ୭୦ପ୍ଲାଟୁନ ରୁ ଅଧିକ ଫୋର୍ସ ମୁତୟନ ରହିଥିବାବେଳେ ଦିବା ଲୋକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ  ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟା କରାଯାଇଥିବା ସୂଚନା ମିଳିଛି  ।   ମୃତକ ହେଉଛନ୍ତି ଜଗନ୍ନାଥ ଦୀକ୍ଷିତ ।   ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ  ।

Share