Mg

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । କାନାଡାର କାନାନାସକିସରେ ଅନୁଷ୍ଠିତ ୫୧ତମ ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ ସାମିଲ ହୋଇଥିଲେ । ଏହି ଅବସରରେ ଉଭୟ ନେତା ପରସ୍ପରକୁ ଭେଟି କଥାବାର୍ତ୍ତା ହୋଇଛନ୍ତି ।

Share