Shsa

IAS ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ | ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ମଧ୍ୟ ଅଛନ୍ତି | ଏଥି ସହିତ ଇଡ଼କୋର ଅଧ୍ୟକ୍ଷ ମଧ୍ୟ ଅଛନ୍ତି | ସାଧାରଣ ପ୍ରଶାସନ ପକ୍ଷରୁ ଏ ନେଇ ଵିଜ୍ଞପ୍ତି ପ୍ରକାଶ ପାଇଛି | ପୂର୍ବରୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଓ ରାଜ୍ୟପାଳଙ୍କ ସଚିବ ଭାବେ କାର୍ଯ୍ୟ କରିଛନ୍ତି |

Share