ଭୁବନେଶ୍ଵର: ଆଇଏଏସ ମନୋଜ କୁମାର ମହାନ୍ତି ଗୁରୁବାର ଓପିଏସସି ସଦସ୍ୟ ନିଯୁକ୍ତ ହୋଇଛନ୍ତି। ମନୋଜଙ୍କୁ ୬ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହା ପୂର୍ବରୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ ମନୋଜ ମହାନ୍ତି। Share Post navigation ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ଏମସିଏଲ ଅଧିକାରୀ ଜୁଲାଇ ୧୨ରେ ଓଡ଼ିଶା ଫେରିବେ ନବୀନ