ଭୁବନେଶ୍ବର: ଆଉ ମାତ୍ର ଦୁଇଟା ଦିନ । ସ୍ବାଧୀନତାର ୭୯ ବର୍ଷର ସ୍ବାଦ ଚାଖିବେ ଦେଶବାସୀ । ଦିଲ୍ଲୀରୁ ପଲ୍ଲୀ, ପୁଣି ଗର୍ବର ସହିତ ଉଡିବ ତ୍ରିରଙ୍ଗା । ଏଥିପାଇଁ ଓଡିଶା ସରକାର ଆସନ୍ତା ଅଗଷ୍ଟ ୧୫ରେ ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ ଜିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି ।
ତେବେ ଆସନ୍ତୁ ଜାଣିବା କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ?
ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ।

