Ama bus c

ଖୋର୍ଦ୍ଧା:  ହୁ ହୁ ହୋଇ ଜଳିଗଲା ଆମ ବସ୍ ।  ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଜଳିଗଳା ଆମ ବସ ।  କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି ଅଘଟଣ ଘଟିଛି ।  ତେବେ ବସ୍ ଭିତରୁ ସବୁ ଯାତ୍ରୀ ସୁରକ୍ଷିତ ବାହାରି ଯାଇଥିବା ସୂଚନା ମିଳିଛି । ଅଘଟଣରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

Share