ଭୁବନେଶ୍ବର: ପ୍ରଥମ ଥର ପାଇଁ ବୁଲାକୁକୁର ଗଣନା ଭୁବନେଶ୍ବରରେ ଆରମ୍ଭ ହେଲା । ଗୁରୁବାର ଠାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଘଣନା ଆରମ୍ଭ ହୋଇଛି । ଗୁରୁବାର ଭୋର ୫ଟା ରୁ ବିଏମସି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ ବିଭିନ୍ନ ୱାର୍ଡ ଏବଂ ଗଳିକନ୍ଦିରେ ବୁଲତ କୁକୁର ଗଣନା କରିଛନ୍ତି।

