Death

ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାତିଲେ ମାଓବାଦୀ। ମାଓବାଦୀମାନେ ଜଣେ ବିଜେପି କର୍ମୀଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ସତ୍ୟମ ପୁନେମ।  ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ। ପୂର୍ବରୁ ବି ସତ୍ୟମ ପୁନେମଙ୍କୁ ଏକାଧିକ ଥର ମାଓବାଦୀ ଚେତାବନୀ ଦେଇଥିଲେ ।

Share