R0 0 800 600 w800 h600 fmax

ଚମ୍ପୁଆ : ମହୁମାଛି ଆକ୍ରମଣରେ ଜଣେ ମୃତ, ଦୁଇ ଗୁରୁତର। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ରାମଚନ୍ଦ୍ରପୁରର ନିରାଶ ମୁଣ୍ଡା ବୋଲି ଜଣାପଡିଛି। ଦୁଇ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣ ଛେଳି ଚରାଇବାକୁ ଯାଇଥିବା ମହୁମାଛି ଆକ୍ରମଣ ଶିକାର ହୋଇଥିଲେ।

Share