ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ । କିନ୍ତୁ ଏପରି କିଛି କରିବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି ।

ଟ୍ରମ୍ପ ଗତ ସପ୍ତାହରେ କହିଥିଲେ ଯେ ଆମେରିକା ପୁଣି ପରମାଣୁ ପରୀକ୍ଷଣ କରିବ । ଏଥିପାଇଁ ପେଣ୍ଟାଗନକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟ ଦେଶମାନେ ପରମାଣୁ ପରୀକ୍ଷଣ କରୁଛନ୍ତି , ଏଣୁ ଆମେରିକା ମଧ୍ୟ ଏହା କରିବ ।