ମୃତ ଦନ୍ତା ହାତୀର ବୟସ ୧୮ ବର୍ଷରୁ ଅଧିକ ହେବ ବୋଲି ଅନୁମାନ କରୁଛି ବନ ବିଭାଗ । ଅନ୍ୟପକ୍ଷେ ହାତୀ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବନବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
ତେବେ ଏହାକୁ ମିଶାଇ ବିଗତ ଏକ ବର୍ଷ ମଧ୍ୟରେ ରେଢାଖୋଲରେ ୬ଟି ହାତୀଙ୍କ ଜୀବନ ଗଲାଣି । ଯାହା ବନ ବିଭାଗର ମୁଣ୍ଡବ୍ୟଥାର କାରଣ ପାଲଟିଛି । ଏହାକୁ ନେଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି ।

