ଭୁବନେଶ୍ୱର: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି।

