ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍ ଲାଇନ୍ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି ବାହାର ଲୋକ, ସମସ୍ତଙ୍କୁ ରିଲ୍ସ ତିଆରି କରିବା ମନା ।

