Bus n

ବଲାଙ୍ଗୀର: ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ଭାରସାମ୍ୟ ହରାଇ ୨୦ଫୁଟ ତଳକୁ ଖସିଲା ବସ । ବଲାଙ୍ଗୀରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ବାରିଙ୍ଗ ଝିଲିମିଲିଆ ଘାଟିରେ ଦୁର୍ଘଟଣା ହୋଇଛି । ବସରେ ପ୍ରାୟ ୩୦ରୁ ୩୫ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତ ବାଣୀଗୋଚ୍ଛା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

Share