Ratnabhandar1

ପୁରୀ : ଏପ୍ରିଲ ୮, ୯ ଓ ୧୦ରେ ବାହାର ରତ୍ନଭଣ୍ଡାରର ଦ୍ୱିତୀୟ ପର୍ଯ୍ୟାୟ ଗଣତି ମଣତି ।  ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ୱା ନୀତିକାନ୍ତିରେ କିଭଳି ବାଧାପ୍ରାପ୍ତ ନହେବ ସେନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ଏହା ପରେ ଭିତର ରତ୍ନଭଣ୍ଡାର ଗଣତି ମଣତି ହେବ । ରଥଯାତ୍ରା ପାଇଁ ୬ ମାସ ଆଗରୁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବୈଠକ ବସିଛି ।  ଏନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି । ତାପରେ ଭିତର ରତ୍ନ ଭଣ୍ଡାର ଗଣତି ମଣଟି ହେବ । ଆଶା କରାଯାଉଛି ସବୁ କାମ ଠିକଣା ସମୟରେ ସରିବ ।

ସେହିପରି ରଥଯାତ୍ରା ପାଇଁ ୬ ମାସ ଆଗରୁ ବୈଠକ ଚାଲିଛି ।  ଏହାରି ଭିତରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବୈଠକ ବସିଛି । ରତାହାଦଣ୍ଡକୁ ଯେପରି ଅଧିକ ଗାଡ଼ି ପ୍ରବେଶ ନକରିବା ତା ଉପରେ ଗୁରୁତ୍ୱ ଦିଆଯାଉଛି । ରଥଦାଣ୍ଡକୁ ସଂଲଗ୍ନ ରାସ୍ତା ଗୁଡ଼ିକର ପ୍ରସସ୍ଥି କାରଣ କରାଯିବା ସହ ଡିକଂଜେକ୍ସନ ଉପରେ ଗୁରୁତ୍ୱ ଦିଆଯାଉଛି ।

Share