Dy cm

ଭୁବନେଶ୍ୱର : ଜଳଖିଆ ଖର୍ଚ୍ଚ ବଢିଲା । ଅଣ୍ଡରୱେଟ ଶିଶୁଙ୍କ ଜଳଖିଆ ବାବଦ ଖର୍ଚ୍ଚକୁ ବୃଦ୍ଧି କଲେ ରାଜ୍ୟ ସରକାର। ଏଣିକି ଦୈନିକ ସେମାନଙ୍କୁ ୧୮ ଟଙ୍କାର ଖାଦ୍ୟ ମିଳିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ରାଜ୍ୟରେ ୩୫ ହଜାର ଶିଶୁ ସିଭିଅର ଅଣ୍ଡରୱେଟ ଅଛନ୍ତି। ଏବାବଦରେ ୧୨୬ କୋଟି ୮୩ ଲକ୍ଷ ଟଙ୍କା ନିଜସ୍ୱ ପାଣ୍ଠିରୁ ବହନ କରିବେ ସରକାର। ଏହା ସହ ଶିଶୁ ଜୀବନର ପ୍ରଥମ ୧୦୦୦ ଦିନ ପୋଷଣ ଉପରେ ଆଧାରିତ ଡିଜିଟାଲ ବୁକଲେଟ୍ ଉନ୍ମୋଚନ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

Share