Dead Body Death 1068x712 1 300x200

କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଚାନ୍ଦିଲି ଗାଁରେ ଘଟିଛି ଅଭାବନୀୟ ଘଟଣା । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ  ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି ।

ଗୁରୁତର ଜଣଙ୍କୁ  ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ତେବେ  ମୃତକଙ୍କ ମଧ୍ୟରେ ଜଣେ ହେମନ୍ତ ଠାକୁର  ଏବଂ  ଅନ୍ୟ ଜଣେ ହରଣ ପ୍ରତ୍ୟାଶା ଥିବା  ଜଣାପଡିଛି।  ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share