ନିଟ ପରୀକ୍ଷାରେ ବିଫଳ ହୋଇ ଜୀବନ ହାରିଲେ ଛାତ୍ରୀ

Mkcg

ବ୍ରହ୍ମପୁର : ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳର ଜଣେ ଛାତ୍ରୀ ନିଜ ଘରେ ଆତ୍ମହତ୍ୟା କରିଛନ୍ତି। ନିଟ ପରୀକ୍ଷାରେ ବିଫଳ ହେବା ପରେ ସେ ଗତକାଲି ରାତିରେ ଆତ୍ମହତ୍ୟା କରିଦେଇଥିଲେ। ମୃତକ ହେଲେ ହଳଦିଆ ପଦର ତିରୁପତି ନଗରର ଶର୍ମିଷ୍ଠା ସାହୁ(୧୯)। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Share