ମହିଳାଙ୍କୁ ପଥରରେ ଛେଚି ହତ୍ୟା

Ctc

କଟକ :  କଟକ ସି ଡି ଏ  ଫେଜ ୨ ଥାନା ଅନ୍ତର୍ଗତ ସେକ୍ଟର ୧୩ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କଲା ଦୁର୍ବୃତ୍ତ ।  ମୃତ ମହିଳାଙ୍କ  ନାମ ଫୁଲ କୁମର ।  ସେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ବେଳେ, ଏକ ପାଲ କୁଡ଼ିଆ ଘରେ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଚି ।  ଘଟଣା ସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।  ଅଭିଯୁକ୍ତକୁ ପୋଲିସ ଅଟକ ରଖି ଅଧିକ ପଚରା ଉଚରା କରୁଛି ।

Share