ଏମକେସିଜି ମେଡିକାଲ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ

Fire

ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ। ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗର ଦ୍ୱିତୀୟ ମହଲାରେ ଥିବା ଅପରେସନ ଥିଏଟରର ନିଶ୍ଚେତକ କକ୍ଷରେ ଅଗ୍ନିକାଣ୍ଡ ଘଟିଛି।

ଖବର ପାଇ ଅଗ୍ନିଶମ ବିଭାଗ ଆସି ତୁରନ୍ତ ନିଆଁକୁ ଆୟତ୍ତ କରିଛନ୍ତି । ଅନେକ ବିଭାଗରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନଥିବା ଅଗ୍ନିଶମ ଅଧିକାରୀ କହିଛନ୍ତି। ସେପଟେ ମେଡିକାଲର ପ୍ରିନ୍ସପାଲ ଓ ସୁପରିଣ୍ଟେଣ୍ଡେଣ୍ଟ ଘଟଣାସ୍ଥଳ ବୁଲି ଦେଖିଛନ୍ତି l

Share