ପୁଣି ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ: ବିଶ୍ଵ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ମହାପ୍ରଭୁ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଛନ୍ତି। ରତ୍ନ ସିଂହାସନ ଛାଡ଼ି ନବଦିନାତ୍ମକ ଯାତ୍ରାରେ ମାଉସୀ ମା ଘରକୁ ଯାଇଛନ୍ତି ମହାବାହୁ। ଏହାରି ମଧ୍ୟରେ ପୁଣି ଆରମ୍ଭ…

ବଲିଉଡ ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ଦେହାନ୍ତ

ବଲିଉଡ ଅଭିନେତ୍ରୀ ତଥା ମଡେଲ ଶେଫାଳୀ ଜରିୱାଲାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ପରଲୋକ ଘଟିଛି । ବିଳମ୍ବିତ ରାତିରେ ନିଜ ଘରେ ଥିବା ବେଳେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କ ସ୍ୱାମୀ ପରାମ ତ୍ୟାଗୀ ତୁରନ୍ତ ତାଙ୍କୁ ହସ୍ପିଟାଲକୁ ନେଇଥିଲେ ।…

ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର, ଶରଧାବାଲିରେ ପହଞ୍ଚିଲା ୩ ରଥ

ଶରଧାବାଲିରେ ପହଞ୍ଚିଛି ୩ ରଥ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦଘୋଷ । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରାରେ ଯାଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଚାରିଆଡ଼େ ଭକ୍ତିମୟ ପରିବେଶ । ଶରଧାବାଲିରେ ପ୍ରଥମେ ବଡ଼ ଠାକୁର…

ଜନ ଶତାବ୍ଦୀ ଏକ୍ସପ୍ରେସକୁ ପଥର ଫିଙ୍ଗିବା ଘଟଣାରେ ଜଣେ ଗିରଫ

ଭଦ୍ରକ: ହାୱଡା ଯାଉଥିବା ୧୨୦୭୪ ଜନ ଶତାବ୍ଦୀ ଏକ୍ସପ୍ରେସକୁ ପଥର ଫିଙ୍ଗିବା ଘଟଣାରେ ଭଦ୍ରକ ରେଳ ସୁରକ୍ଷା ବଳ (ଆରପିଏଫ୍) ଜଣକୁ ଗିରଫ କରିଛି। ଜୁନ୍ ୨୭ ସକାଳ ୮ଟା ୧୫ ମିନିଟ୍ ସମୟରେ ଖୋର୍ଦ୍ଧା ରୋଡ ଡିଭିଜନାଲ ସିକ୍ୟୁରିଟି କଣ୍ଟ୍ରୋଲ…

ମହାପ୍ରଭୁଙ୍କ ଦର୍ଶନ ସହ ସୁବ୍ୟବସ୍ଥିତ ଆୟୋଜନକୁ କଲେ ପ୍ରଶଂସା କଲେ ଧର୍ମେନ୍ଦ୍ର

ପୁରୀ: ପବିତ୍ର ରଥଯାତ୍ରାରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ନିଜକୁ ସୌଭାଗ୍ୟଶାଳୀ ମନେ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ…

ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର…

ଭକ୍ତଙ୍କ ଅଭୂତପୂର୍ବ ସମାଗମ ଓ ରଥ ମୋଡ଼ ଯୋଗୁଁ ବିଳମ୍ବ: ଆଇନ ମନ୍ତ୍ରୀ

ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଅହେତୁକ ବିଳମ୍ବରେ ରଥଟଣା ଆରମ୍ଭ ହୋଇଥିବାରୁ ଆଜି ସନ୍ଧ୍ୟାରେ ରଥଟଣା ସ୍ଥଗିତ ରଖାଯାଇଛି । ତିନି ଠାକୁର ଆଜି ରାତି ବଡ଼ଦାଣ୍ଡରେ ହିଁ ବିତାଇବେ । ତେବେ ରଥଟଣାରେ ହୋଇଥିବା ବିଳମ୍ବ ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

ଶରଧା ବାଲିରେ ଗଡିଲା ରଥ : ଭକ୍ତମେଳରେ ଆଜି ରହିବେ ମହାବାହୁ

ପୁରୀ: ଲକ୍ଷ ଲକ୍ଷ ଭକ୍ତଙ୍କ ‘ହରିବୋଲ’ ଓ ‘ହୁଳହୁଳି’ ଧ୍ୱନିରେ ପ୍ରକମ୍ପିତ ବଡ଼ଦାଣ୍ଡରେ ଆଜି ସନ୍ଧ୍ୟାରେ ରଥଟଣା ସ୍ଥଗିତ ରହିଛି। ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ପ୍ରଥମ ଦିନରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ବଳଗଣ୍ଡି ଛକରେ ଅଟକିଥିବା ବେଳେ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ…

୧୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ସୋର: ବାଲେଶ୍ବର ଜିଲ୍ଲା ସୋର ଅବକାରୀ ପକ୍ଷରୁ ଚଢ଼ଉ କରାଯାଇ ୧୨ ଲକ୍ଷର ବ୍ରାଉନସୁଗାର ଜବତ କରାଯିବା ସହିତ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ମିଳିଥିବା ସୁଚନା ଅନୁସାରେ ସୋର ପୌରାଞ୍ଚଳ ଚକବାରାପୁର ଗ୍ରାମର ଶେଖ ରାଜୀବ ଦୀର୍ଘଦିନ ଧରି ସୋରର…

ବଡ଼ଦାଣ୍ଡରେ ନିଆରା ଦୃଶ୍ୟ: ମୁଖ୍ୟମନ୍ତ୍ରୀଙ୍କ ହାତରୁ ଟଙ୍କ ତୋରାଣି ପିଇଲେ ଶ୍ରଦ୍ଧାଳୁ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ଦାଣ୍ଡରେ ଶ୍ରଦ୍ଧାଳୁମାନଙ୍କୁ ଟଙ୍କ ତୋରାଣି ବିତରଣ କରୁଛନ୍ତି। ବଡ଼ଦାଣ୍ଡ ପାର୍ଶ୍ବରେ ଖୋଲାଯାଇଥିବା ଏକ ଷ୍ଟଲରେ ମୁଖ୍ୟମନ୍ତ୍ରୀ ଟଙ୍କା ତୋରାଣି ବାଣ୍ଟୁଥିବା ବେଳେ ଶ୍ରଦ୍ଧାଳୁମାନେ ହର୍ଷୋଲ୍ଲାସର ସହିତ ଏହାକୁ…