ନୂଆଦିଲ୍ଲୀରେ ରଥଯାତ୍ରା: ଛେରାପହଁରା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା
ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସ ଭିଲେଜସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ରଙ୍ଗବେରଙ୍ଗର କପଡ଼ା, କାଗଜ ଏବଂ ଆଲୋକମାଳାରେ ସଜା ଯାଇଥିବା ଦେଖାଯାଇଥିଲା।…