ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି । ସେଠି କୋକିଲା…

ଜୁନ ୨୪ ସୁଦ୍ଧା ହାଜର ହୁଅ : ଶେଖ୍ ହାସିନାଙ୍କୁ ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଶେଖ ହାସିନାଙ୍କୁ ଜୁନ୍ ୨୪ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। ମାନବତା ବିରୋଧୀ…

ବଡ଼ଚଣା ବ୍ଲକ୍‌ର ୬ ହୋଟେଲ ସିଲ୍, ଜଳ ନମୁନାରୁ ମିଳିଲା ଇ-କୋଲାଇ ପଜେଟିଭ

ଯାଜପୁର: ଯାଜପୁର ଜିଲ୍ଲାରେ ଆତଙ୍କ ଖେଳାଇଛି ଡାଇରିଆ । ଦିନକୁ ଦିନ ବଢ଼ିବାରେ ଲାଗିଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ଏବେ ବଡ଼ଚଣା ବ୍ଲକ୍‌ର ୬ ହୋଟେଲକୁ ସିଲ୍ କରିଛନ୍ତି ଜିଲ୍ଲା ପ୍ରଶାସନ । ଯାଜପୁର ଜିଲ୍ଲାରେ ଡ଼ାଇରିଆ…

ହାଇକୋର୍ଟ ଗଲେ ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଧୀମନ୍ ଚକ୍‌ମା

ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଆଇଏଏସ୍‌ ଧୀମନ ଚକମାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତେବେ ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ…

ଇରାନ ପହଞ୍ଚିଲା ଚୀନର ୩ଟି ରହସ୍ୟମୟ ବିମାନ

ତେହେରାନ: ଦିନକୁ ଦିନ ଇରାନ ଓ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଘମାଘୋଟ ରୂପ ନେଉଛି । ଏହି ଯୁଦ୍ଧରେ ଆମେରିକା ଯୋଗ ଦେବାର ଆଶଙ୍କା ମଧ୍ୟରେ ଚୀନ ଓ ରୁଷ ଇରାନକୁ ଗୋପନରେ ସହାୟତା କରୁଛନ୍ତି । ଚୀନ ପକ୍ଷରୁ…

ଉପର ମୁଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ସୁବର୍ଣ୍ଣରେଖା

ଜଳେଶ୍ୱର : ଫୁଲୁଛି ସୁବର୍ଣ୍ଣରେଖା । ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବାରେ ଲାଗିଛି । ଝାଡଖଣ୍ତ ଗାଲୁଡିହି ବ୍ଯାରେଜ ୨ ଲକ୍ଷ ୪୨ ହଜାର କ୍ୟୁସେକ ପାଣି ଛାଡ଼ିଥିବାରୁ ନଦୀର ଜଳସ୍ତର କ୍ରମଶଃ…

ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ

କଟକ: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ। ୭୮ ବର୍ଷ ବୟସରେ କଟକର ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ଗତ ୧୪ ତାରିଖରୁ ଚିକିତ୍ସିତ ହେଉଥିଲେ ନିରଞ୍ଜନ ରଥ। ଚାରିଦିନ ତଳେ ଭୀଷଣ ଜ୍ବର,…

ଏମସ୍ ଭୁବନେଶ୍ୱରକୁ ମିଳିବ ସିକଲ୍ ସେଲ୍ ରୋଗ ପରିଚାଳନା ଉତ୍କର୍ଷ କେନ୍ଦ୍ର ମାନ୍ୟତା

ଭୁବନେଶ୍ୱର : ସିକଲ୍ ସେଲ୍ (ରକ୍ତଶିକୁଳି) ରୋଗର ଅତ୍ୟାଧୁନିକ ଚିକିତ୍ସା ଏବଂ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ନିମନ୍ତେ ଏମ୍‌ସ ଭୁବନେଶ୍ୱରକୁ ଉତ୍କର୍ଷତା କେନ୍ଦ୍ର (ସେଣ୍ଟର୍‌ ଅଫ୍‌ ଏକ୍ସଲେନ୍ସ୍‌) ମାନ୍ୟତା ପ୍ରଦାନ କରାଯିବ। ଆଜି ଏମ୍‌ସ ଭୁବନେଶ୍ୱରରେ ଆୟୋଜିତ ବିଶ୍ୱ ସିକଲ୍…

ଆରଡି ପୀଠକୁ ବ୍ୟାପିଲା ଝାଡାବାନ୍ତି, ୨ ଦିନରେ ୮ ରୋଗୀ ମେଡିକାଲରେ ଭର୍ତ୍ତି

ଆରଡି : ରାଜ୍ଯରେ ଦେଖା ଦେଇଥିବା ଝାଡାବାନ୍ତି ତଥା ଡାଇରିଆ ଏବେ ଜିଲାରୁ ଜିଲା ବ୍ଯାପିବାରେ ଲାଗିଛି। ପ୍ରଥମେ ଯାଜପୁର ଓ ପରେ ପଡୋଶୀ ଜିଲା ଭଦ୍ରକକୁ ବ୍ଯାପିଥିଲା। ଗତ କିଛିଦିନ ହେବ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଓ ଧାମନଗର ପରେ…

ନୂଆ ଆଶା: ପୁନରୁଦ୍ଧାର ହେବ ବିଜୟାନନ୍ଦ ସମବାୟ ଚିନିକଳ

ବଲାଙ୍ଗୀର : ସ୍ଥାନୀୟ ଦେଓଗାଁ ବ୍ଲକ ସାଗରପାଲି କଲୋନି ନିକଟରେ ଥିବା ବଲାଙ୍ଗୀର ଜିଲାର ଏକମାତ୍ର କୃଷିଭିତ୍ତିକ ଶିଳ୍ପ ବିଜୟାନନ୍ଦ ସମବାୟ ଚିନିକଳ ପ୍ରାୟ ୧୨ ବର୍ଷ ହେଲା ବନ୍ଦ ପଡ଼ିଛି। ରାଜ୍ୟରେ ସରକାର ପରିବର୍ତ୍ତନ ପରେ ଚିନିକଳର ପୁନରୁଦ୍ଧାର ପାଇଁ…