ଯୁବକଙ୍କୁ ହାତ-ଗୋଡ଼ରେ ବେଡ଼ି ପକାଇବା ମାମଲା: ଭୋଗରାଇ ଆଇଆଇସି ନିଲମ୍ବିତ

ଭୋଗରାଇ: ଜଣେ ଯୁବକଙ୍କ ବିରୋଧରେ ବେଆଇନ ଭାବେ କାର୍ଯ୍ୟାନୁଷ୍ଠାନ ନେବା ମାମଲାରେ ବାଲେଶ୍ବର ଆରକ୍ଷୀ ଅଧୀକ୍ଷକ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିନା ମାମଲାରେ ଯୁବକଙ୍କୁ ଦୁଇ ଦିନ ଯାଏଁ ହାତ-ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଆଇଆଇସି…

କେଉଁସବୁ ଦେଶର ଆକାଶପଥ ହୋଇ ଯାଉଛି କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ସାମରିକ ସଂଘର୍ଷ ଏବେ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ପରିଣତ ହୋଇଛି। ଗତ ୭ ଦିନ ଧରି, ଉଭୟ ଦେଶ ପରସ୍ପରକୁ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ କରୁଛନ୍ତି ଏବଂ ଏବେ ହାଇପରସୋନିକ୍ କ୍ଷେପଣାସ୍ତ୍ର…

ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ…

ଆସିଲା ଏଚଆଇଭି ପ୍ରତିଷେଧକ ଟୀକା

ନ୍ୟୁୟର୍କ: ଏଚଆଇଭି ଏକ ବିପଦପୂର୍ଣ୍ଣ ଭାଇରସ। ଆଜି ପର୍ଯ୍ୟନ୍ତ ଏଚଆଇଭି ସଂକ୍ରମଣକୁ ସମ୍ପୂର୍ଣ୍ଣ ଭାବରେ ଆରୋଗ୍ୟ କରିବା ପାଇଁ କୌଣସି ଔଷଧ କିମ୍ବା ଟୀକା ତିଆରି ହୋଇନାହିଁ। ତେବେ ଆଶ୍ବସ୍ତିର କଥା ହେଉଛି ଚିକିତ୍ସା ବିଜ୍ଞାନ ଏହି ଭାଇରସକୁ ରୋକିବାରେ ଏକ…

ଦୁର୍ବଳ ହୋଇଯାଇଛି ଇସ୍ରାଏଲ୍ : ଖେମିନି

ତେହେରାନ: ଇସ୍ରାଏଲ ଏବଂ ଇରାନ ପରସ୍ପର ଉପରେ ପ୍ରତିଦିନ ଭୟଙ୍କର ଆତ୍ମଘାତୀ ଆକ୍ରମଣ କରୁଛନ୍ତି। ଇରାନ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ପ୍ରତିକ ବୟାନ ଏବଂ ତା’ପରେ ରୁଷ-ଚୀନର ପ୍ରତିକ୍ରିୟା ଏହି ଅଞ୍ଚଳରେ ଚାଲିଥିବା ଯୁଦ୍ଧ ପ୍ରତି ସମଗ୍ର ବିଶ୍ୱର…

ଯେତେ ଲଢ଼ିବାର ଅଛି ଲଢ଼: ଫାରୁକ ଅବଦୁଲ୍ଲା

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଚାଲିଥିବାବେଳେ ଗୁରୁବାର (୧୯ ଜୁନ) ୧୧୦ ଜଣ ଭାରତୀୟ ଛାତ୍ରଙ୍କୁ ଦେଶକୁ ଫେରାଇ ଅଣାଯାଇଥିଲା। ଏହି ଛାତ୍ରମାନଙ୍କ ମଧ୍ୟରୁ ଅଧିକାଂଶ ଜମ୍ମୁ ଏବଂ କାଶ୍ମୀରର ଥିଲେ। ଭାରତ ସରକାର ‘ଅପରେସନ୍ ସିନ୍ଧୁ’ ମାଧ୍ୟମରେ…

ସରକାରଙ୍କ ବଡ ନିଷ୍ପତ୍ତି: ଇରାନ ପରେ ଇସ୍ରାଏଲରୁ ଭାରତୀୟଙ୍କୁ କରିବେ ଉଦ୍ଧାର

ନୂଆଦିଲ୍ଲୀ,୧୯।୬: ବୈଦେଶିକ ମନ୍ତ୍ରଣାଳୟ (ଏମଇଏ) ଗୁରୁବାର ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ପରେ ଉତ୍ତେଜନା ବୃଦ୍ଧି ପାଇବାରୁ ‘ଅପରେସନ ସିନ୍ଧୁ’ ଅଧୀନରେ ଇସ୍ରାଏଲରୁ ଭାରତୀୟ ନାଗରିକମାନଙ୍କୁ ଉଦ୍ଧାର କରିବା ପାଇଁ ଯୋଜନା ଘୋଷଣା କରିଛି। ଏକ ବିବୃତିରେ, ଏମଇଏ…

ମୁନୀରଙ୍କ ସହ ସାକ୍ଷାତକାର ମଝିରେ ବଡ଼ ବୟାନ ଦେଲେ ଟ୍ରମ୍ପ, କହିଲେ ମୁଁ ପାକିସ୍ତାନକୁ ଭଲପାଏ

ଓ୍ବାଶିଂଟନ୍‌,୧୯।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଜଣେ ବହୁତ ଭଲ ବ୍ୟକ୍ତି, ମୁଁ ଗତକାଲି ତାଙ୍କ ସହ କଥା ହୋଇଛି ଏବଂ ଆମେ ଆଉ ଏକ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳରୁ ମିଳିଲା ପୁଳାପୁଳା ସୁନା, ଲକ୍ଷ ଲକ୍ଷ ଟଙ୍କା

ଅହମଦାବାଦ, ୧୯।୬: ଗତ ସପ୍ତାହରେ ଅହମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା (ଫ୍ଲାଇଟ AI-171) ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଦୁଃଖଦ ଘଟଣାରେ ୨୪୨ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ମଧ୍ୟରୁ ମାତ୍ର ଜଣେ ବ୍ରିଟିଶ ନାଗରିକ…

କଥା ନ ମାନିଲେ ଆକ୍ରମଣ: ସେନାକୁ ଅନୁମତି ଦେଲେ ଟ୍ରମ୍ପ, ଚୂଡ଼ାନ୍ତ ନିର୍ଦେଶକୁ ଅପେକ୍ଷା

ତେହେରାନ : ଇରାନ ଉପରେ ଆକ୍ରମଣ କରିବ ଆମେରିକା। ଏଥିପାଇଁ ଆମେରିକା ସେନାକୁ ଅନୁମତି ମିଳିସାରିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏ ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। କିନ୍ତୁ ଚୂଡ଼ାନ୍ତ ନିର୍ଦେଶ ଦେଇନାହାନ୍ତି ଟ୍ରମ୍ପ। ଟ୍ରମ୍ପଙ୍କ ଅନ୍ତିମ ନିର୍ଦେଶକୁ ଅପେକ୍ଷା କରିଛି…