ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲା: କ୍ରାଇମ୍ବ୍ରାଞ୍ଚର ତଦନ୍ତ ଜାରି
ବ୍ରହ୍ମପୁର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମିରେ ଗତ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନ ଆଧାରରେ ଆଇଜି ଏସ. ସାଇନିଙ୍କ ନେତୃତ୍ୱରେ ତନାଘନା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ କୋର୍ଟ ପରିସରରେ…