ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ: ମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ…

ପୁଲିସ ବିଭାଗର ଆଧୁନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ…

ବିଜୁ ପଟ୍ଟନାୟକଙ୍କୁ ବିଜେଡି ନିଜର ପେଟେଣ୍ଟ ବୋଲି ବିଚାର କରୁଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ଦିନ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟମାନେ ହୋହଲ୍ଲା କରିବାରୁ ଓଡ଼ିଶା ବିଧାନସଭା ଅଚଳ ହୋଇପଡ଼ିଥିଲା। ବିଜୁ ଜନତା ଦଳର ବିଧାୟକମାନେ ପଞ୍ଚାୟତିରାଜ ଦିବସ ପାଳନକୁ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ…

ବାଇଡେନଙ୍କ ପାଇଁ ଫସିଛନ୍ତି ସୁନୀତା: ଏଲନ ମସ୍କ

ୱାସିଂଟନ ଡିସି: ମହାକାଶରୁ ସୁନୀତା ୱିଲିୟମସଙ୍କ ଫେରିବା ପଛରେ ବିଳମ୍ବକୁ ନେଇ ଏଲନ ମସ୍କଙ୍କ ବଡ଼ ବୟାନ । କହିଲେ ମହାକାଶଚାରୀଙ୍କ ଫେରିବାରେ ବିଳମ୍ବ ପଛରେ ପୂର୍ବ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲ୍‌ ଥିଲା । ଦୁଇ ନାସା ମହାକାଶଚାରୀଙ୍କୁ ଫେରାଇ…

ଇ-ମେଲ ଠାରୁ ସୋସିଆଲ୍ ମିଡିଆ ଆକାଉଣ୍ଟ, ସବୁ ଯାଞ୍ଚ କରିପାରିବ ଆୟକର ବିଭାଗ

ନୂଆଦିଲ୍ଲୀ: ୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ସୂଚନା ଅନୁସାରେ, ଯଦି…

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଲଣ୍ଡନରେ ଆକ୍ରମଣ ଉଦ୍ୟମ

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲଣ୍ଡନ ଗସ୍ତରେ ରହିଛନ୍ତି । ଲଣ୍ଡନରେ ଚଥାମ ହାଉସ ଥିଙ୍କ ଟ୍ୟାଙ୍କରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଆଉ କାର୍ଯ୍ୟକ୍ରମ ସ୍ଥଳକୁ ଯାଉଥିବା ବେଳେ ଖଲିସ୍ତାନୀ ଆତଙ୍କବାଦୀମାନେ ଜୟଶଙ୍କରଙ୍କ କାରକୁ ଅଟକାଇ ଆକ୍ରମଣ…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି…

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା…

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ପିପିଲି: ନିଶାରେ ଅଭ୍ୟସ୍ତଙ୍କୁ ନିଶାରୁ ଦୂରେଇବା ପାଇଁ ଖୋଲା ଯାଇଛି ନିଶା ନିବାରଣ କେନ୍ଦ୍ର । ହେଲେ ସେଠାରେ ନିଶାଗ୍ରସ୍ତଙ୍କୁ ଭଲ କରିବା ବଦଳରେ ଜୀବନ ଯାଉଛି । ପିଟି ପିଟି ଯୁବକକୁ ମାରି ଦେଇଥିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି…

ତେନ୍ତୁଲି ପଦର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଲୁହାସିଙ୍ଗା ପଞ୍ଚାୟତ ତେନ୍ତୁଲି ପଦର ଗ୍ରାମରେ ଘଟିଯାଇଛି ଭୟାବହ ଅଗ୍ନିକାଣ୍ଡ । ଆଜି ଅପରାହ୍ନ ପ୍ରାୟ ୪ ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା । ୯ ଟି ପରିବାର ସର୍ବସ୍ବାନ୍ତ ହୋଇଥିବାବେଳେ ୩୦ ବଖରା ଧ୍ଵଂସ…