ରାକ୍ଷି ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ ଦୂର, ୨୭ରେ ରକ୍ଷା ବନ୍ଧନ ପାଳନ

ପୁରୀ : ପବିତ୍ର ରାଖି ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାକୁ ନେଇ ଦ୍ବନ୍ଦ୍ବ । ଆସନ୍ତା ୨୭ ତାରିଖ ସକାଳ ୯ଟା ୭ଟାରୁ ପୂର୍ଣ୍ଣିମା ତିଥି ଲାଗୁଥିବା ବେଳେ ଜନସାଧାରଣ ରକ୍ଷା ବନ୍ଧନ କାର୍ଯ୍ୟ କରି ପାରିବେ । ୨୭ ତାରିଖ…

ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ୧୫ ଦିନ ଛୁଟି ଘୋଷଣା

ବେଗୁନିଆ : ଜଣ୍ଡିସ୍ ପାଇଁ ସ୍କୁଲ ଛୁଟି । ୧୫ଦିନ ପାଇଁ ଛୁଟି ଘୋଷଣା କଲେ ସ୍କୁଲ କର୍ତ୍ତୃପକ୍ଷ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ । ଅନେକ ପିଲା ଜଣ୍ଡିସରେ ଆକ୍ରାନ୍ତ ହେବା ପରେ…

ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ ୨ ଗେଟ୍

ଭୁବନେଶ୍ୱର : ହୀରାକୁଦ ଜଳଭଣ୍ଡାରର ୧୭ ଗେଟ୍ ଖୋଲା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ । ପୂର୍ବରୁ ୧୫ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁଁ ଆଉ ୨ଟି ଗେଟ୍…

ବନ୍ୟା ଘେରରେ ଫସିଥିବା ଆଶ୍ରମ ଆବାସିକ ବିଦ୍ୟାଳୟର ୨୩୦ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

ପଟ୍ଟାମୁଣ୍ଡାଇ:ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟରେ ୪ ଦିନ ଧରି ଜଳବନ୍ଦୀ ଥିଲେ ଛାତ୍ରଛାତ୍ରୀ। ପଟ୍ଟାମୁଣ୍ଡାଇ ବ୍ଳକ ପେଣ୍ଠପାଳ ଗ୍ରାମ ପଂଚାୟତ ଅନ୍ତର୍ଗତ କୂଳସାହିସ୍ଥିତ ଆଶ୍ରମ ସରକାରୀ ଆବାସିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ୪ ଦିନ ଧରି ଜଳବନ୍ଦୀ ଥିଲେ । ଆଜି ଆଶ୍ରମ…

MMDR ବିଲକୁ ନବୀନଙ୍କ ବିରୋଧ: ରାଜ୍ୟର ଅର୍ଥନୀତିକୁ ବିପଦକୁ ଠେଲିଦେବ, କେନ୍ଦ୍ରର ଦୟା ଉପରେ ନିର୍ଭର କରିବ ଓଡିଶା

ଭୁବନେଶ୍ବର: MMDR ସଂଶୋଧନ ବିଲକୁ ଜୋରଦାର ବିରୋଧ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ବିଲ୍ ସଂସଦରେ ପାରିତ ହୋଇଛି। ଏହି ବିଲ୍ ବିରୋଧରେ ବିରୋଧୀ ଦେଇଛନ୍ତି ରଣହୁଙ୍କାର। ନବୀନ ପଟ୍ଟନାୟକ…

ପୋଲିସ-ଅନଲାଇନ ଗାଡ଼ି ଚାଳକ ମୁହାଁମୁହିଁ, ଆମ ବସ୍ ଭଙ୍ଗିଲେ, ପୋଲିସକୁ ଟେକା ପଥର ମାରିଲେ

ଭୁବନେଶ୍ୱର : ରଣକ୍ଷେତ୍ର ପାଲଟିଲା ମାଷ୍ଟରକ୍ୟାଣ୍ଟିନ। ପୋଲିସ-ଅନଲାଇନ ଗାଡ଼ିଚାଳକ ମୁହାଁମୁହିଁ ହୋଇଛନ୍ତି । ରାସ୍ତା ଉପରେ ଗାଡ଼ି ରଖି ଡ୍ରାଇଭର ମାନେ ରାସ୍ତାରୋକ କରିଛନ୍ତି । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନରେ ପୋଲିସ-ଅନଲାଇନ ଗାଡ଼ିଚାଳକ ଧସ୍ତାଧସ୍ତି । ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସର…

୨୩ରେ ଆଉ ଏକ ଲଘୁଚାପ; ୩ ଦିନ ବିରତି ପରେ ପୁଣି ବଢ଼ିବ ବର୍ଷା

ଭୁବନେଶ୍ବର: ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଗତି କରିବ। ଏହା ଦୁର୍ବଳ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ…

ରକ୍ତଭଣ୍ଡାର ବନ୍ଦ, ରକ୍ତ ନ ପାଇ ଆଖିବୁଜିଲେ ଦିବ୍ୟାଙ୍ଗ !

​ରେଢ଼ାଖୋଲ: ରକ୍ତଭଣ୍ଡାର ବନ୍ଦ ଯୋଗୁଁ ଅକାଳରେ ଜଣଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ରେଢ଼ାଖୋଲ ରକ୍ତଭଣ୍ଡାର ବନ୍ଦ ଥିବାରୁ ଏହି ଅଘଟଣ ଘଟିଛି। ମୃତକ ହେଲେ, ରେଢ଼ାଖୋଲ ବ୍ଲକ ଅନ୍ତର୍ଗତ ବଡ଼ମାଳ ପଞ୍ଚାୟତ ରେଙ୍ଗାଲି ଗ୍ରାମର ଦିବ୍ୟାଙ୍ଗ ମନୋଜ…

ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲାରେ ଆଜାଦ ନିର୍ଦ୍ଦୋଷ ସାବ୍ୟସ୍ତ, ୧୫ ବର୍ଷ ପରେ ଜେଲରୁ ମୁକୁଳିଲେ

ଭୁବନେଶ୍ୱର : ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲାରେ ପ୍ରମାଣ ଅଭାବରୁ ମାଓବାଦୀ ନେତା ଆଜାଦ ନିର୍ଦ୍ଦୋଷରେ ଖଲାସ । ବହୁଚର୍ଚ୍ଚିତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ତାଙ୍କ ଚାରି ସହଯୋଗୀଙ୍କ ହତ୍ୟା ମାମଲାରେ ମାଓବାଦୀ ନେତା ଡି. କେଶବ ରାଓ ଓରଫ…

ପରିବାରର ୩ ସଦସ୍ୟଙ୍କୁ ହତ୍ୟା କରି ଜୀବନ ହାରିଲେ ନୌସେନା କର୍ମଚାରୀ

ମୁମ୍ବାଇ: ଦକ୍ଷିଣ ମୁମ୍ବାଇର ନେଭି ନଗର ଅଞ୍ଚଳରେ ଜଣେ ଭାରତୀୟ ନୌସେନା କର୍ମଚାରୀ ଓ ତାଙ୍କ ପରିବାରର ୩ ସଦସ୍ୟଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ୩୦ ବର୍ଷୀୟ ପୂରଣମଲ ଶମ୍ଭୁଲାଲ ମେହରାଙ୍କୁ ଶନିବାର ତାଙ୍କ ଆବାସିକ କ୍ବାର୍ଟରରେ ମୃତ…