ଅର୍ଥନୈତିକ ଅଭିବୃଦ୍ଧିରେ ଏମଏସଏମଇ କ୍ଷେତ୍ରର ଭୂମିକା ଗୁରୁତ୍ୱପୂର୍ଣ୍ଣ – ମୋଦୀ
ଭାରତର ଅର୍ଥନୈତିକ ଅଭିବୃଦ୍ଧିରେ ଏମଏସଏମଇ ଏକ ପରିବର୍ତନକାରୀ ଭୂମିକା ଗ୍ରହଣ କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଭାରତର ଉତ୍ପାଦନ ଏବଂ ଶିଳ୍ପ ଅଭିବୃଦ୍ଧିର ମେରୁଦଣ୍ଡ ହେଉଛି ଆମର ଏମଏସଏମଇ କ୍ଷେତ୍ର।ମଙ୍ଗଳବାର ବଜେଟ ପରବର୍ତ୍ତୀ ୱେବିନାରରେ ଯୋଗ ଦେଇ ଶ୍ରୀ…
