ଅନ୍ନଦାତାଙ୍କୁ ଯେତେ ଧନ୍ୟବାଦ କଲେ ମଧ୍ୟ ତାହା ସବୁବେଳେ କମ ହେବ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ୨୦୨୫କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଧରଣୀଧର ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ପାଞ୍ଚ ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରିଛନ୍ତି…
