ପାଟଣାରେ ହେବ ବୃହତ୍ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର ଜିଲାର ପାଟଣାରେ ଏକ ବୃହତ୍ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର କଲେଜର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଘୋଷଣା କରିଥିଲେ।…
